ଓଡ଼ିଶାଭୁବନେଶ୍ୱର

ବିଜେବି କଲେଜ କ୍ୟାମ୍ପସ୍ ପୁଣି ଅଶାନ୍ତ

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି । କମେଣ୍ଟମରାକୁ କେନ୍ଦ୍ର କରି ଦୁଇ ଛାତ୍ରଙ୍କୁ ଆକ୍ରମଣ ହୋଇଛି । ଆମ୍ବେଦକର ହଷ୍ଟେଲ ଛାତ୍ର ଆକ୍ରମଣ କରିଥିବା ନେଇ ଅଭିଯୋଗ ପରେ ଦୁଇ ଗୋଷ୍ଠୀ ପକ୍ଷରୁ ବଡ଼ଗଡ଼ ଥାନାରେ ଏତଲା ହୋଇଛି । ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published.

Back to top button