ଓଡ଼ିଶାଶିକ୍ଷା/ଗବେଷଣା

ଘୁଞ୍ଚିଲା ୟୁଜି ଓ ପିଜି ନାମଲେଖା ତାରିଖ

ଭୁବନେଶ୍ୱର : ସମ୍ପ୍ରତି ରାଜ୍ୟର କେତେକ ଭାଗରେ ବର୍ଷାଜନିତ ଖରାପ ପାଣିପାଗ ଯୋଗୁଁ ଦେଖାଦେଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୟୁ.ଜି. ଓ ପି.ଜି. ନାମଲେଖା ତାରିଖରେ ପରିବର୍ତ୍ତନ କରାଯାଇଛି । ୟୁ.ଜି. ନାମଲେଖା ଓ ଆବେଦନକାରୀଙ୍କ ରିପୋର୍ଟିଂ(ଦ୍ୱିତୀୟ ପର୍ଯ୍ୟାୟ ଚୟନ) ଏବଂ ପି.ଜି.(ପ୍ରଥମ ପର୍ଯ୍ୟାୟ ଚୟନ)କୁ ଆଗାମୀ ୫ ତାରିଖ ଶନିବାରକୁ ଘୁଞ୍ଚାଇ ଦିଆଯାଇଛି ବୋଲି ଉଚ୍ଚଶିକ୍ଷା ବିଭାଗ ଉପ ନିର୍ଦ୍ଦେଶକ ଜଣାଇଛନ୍ତି ।

Leave a Reply

Your email address will not be published.

Back to top button