Kendujhar

ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗର ଚଢ଼ଉ

କେନ୍ଦୁଝର : ଚମ୍ପୁଆ ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଯୋଡ଼ା ସ୍ଥିତ ଘରେ ଆଜି ଆୟକର ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି । ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଏହି ଚଢ଼ଉ କରାଯାଇଛି । ତାଙ୍କ ଘର ଓ କାର୍ଯ୍ୟାଳୟରେ ଆୟକର ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି । ତେବେ ଏନେଇ ଜିତୁ ପଟ୍ଟନାୟକଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

Related Articles

Leave a Reply

Your email address will not be published.

Back to top button