ମହାକୁମ୍ଭ ୨୦୨୫: ପ୍ରସ୍ତୁତ ପ୍ରୟାଗରାଜ

ଉତ୍ତରପ୍ରଦେଶ ପ୍ରୟାଗରାଜ ନଦୀକୂଳରେ ଆୟୋଜନ ହେବ ଭବନ୍ୟ କୁମ୍ଭ ମେଳା । ଜାନୁଆରି ୧୩ରୁ ଫେବ୍ରୁଆରି ୨୬ ପର୍ଯ୍ୟନ୍ତ ଚାଲିବାକୁ ଥିବା ମହାକୁମ୍ଭ ୨୦୨୫ ଆୟୋଜନ ପାଇଁ ପ୍ରୟାଗରାଜ ପ୍ରସ୍ତୁତ। ଉତ୍ତରପ୍ରଦେଶ ସରକାର ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି । ସାମୂହିକ ଧାର୍ମିକ ସମାବେଶରେ କୌଣସି ଅପ୍ରୀତିକର ଘଟଣାକୁ ଏଡ଼ାଇବା ପାଇଁ ଉତ୍ତରପ୍ରଦେଶ ପୁଲିସ ଏକ ସାତସ୍ତରୀୟ ସୁରକ୍ଷା ଯୋଜନା କାର୍ଯ୍ୟକାରୀ କରୁଛି। ମହାକୁମ୍ଭମେଳାକୁ ସୁରୁଖୁରୁରେ ଓ ସୁରକ୍ଷିତ ଭାବେ ପରିଚାଳନା କରିବା ପାଇଁ ପୁଲିସ ପକ୍ଷରୁ ବ୍ୟାପକ ଚେକିଂ ଅଭିଯାନ ଆରମ୍ଭ କରାଯାଇଛି। ସୁରକ୍ଷା ବଢ଼ାଇବା ପାଇଁ ୨,୭୦୦ରୁ ଅଧିକ ଏଆଇ-ସକ୍ଷମ କ୍ୟାମେରା ମଧ୍ୟ ଲଗାଯାଇଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *