ଡେଙ୍ଗୁ ଓ ମ୍ୟାଲେରିଆ ସଂକ୍ରମଣକୁ ନେଇ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା

ଡେଙ୍ଗୁ ଓ ମ୍ୟାଲେରିଆ ସଂକ୍ରମଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ରାଜ୍ୟରେ ବଢିଛି ଡେଙ୍ଗୁ ଓ ମ୍ୟାଲେରିଆ ସଂକ୍ରମଣ। ଡେଙ୍ଗୁ ନିୟନ୍ତ୍ରଣ ପାଇଁ ସବୁ ପଦକ୍ଷେପ ନିଆଯାଉଥିବା କହିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଡେଙ୍ଗୁର ସମ୍ପୂର୍ଣ୍ଣ ନିରାକରଣ ସମ୍ଭବ ନୁହେଁ, ତେଣୁ ସତର୍କ ରୁହନ୍ତୁ I ଡେଙ୍ଗୁ ଲକ୍ଷଣ ଦେଖା ଦେଲେ ତୁରନ୍ତ ରକ୍ତ ପରୀକ୍ଷା କରନ୍ତୁ l ଦୁଇ ଦିନ ଜର ହେଲେ ତୁରନ୍ତ ସ୍ୱାସ୍ଥ୍ୟ ଯାଞ୍ଚ କରନ୍ତୁ ବୋଲି କହିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଧେଶକ ନୀଳକଣ୍ଠ ମିଶ୍ର l

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *