କମିଲା ସୁନା ଦର

କଟକ ଓ ଭୁବନେଶ୍ୱରରେ ସୁନାର ଦରରେ ଅଳ୍ପ ପରିବର୍ତ୍ତନ ରହିଛି । ଗତକାଲି ଅପେକ୍ଷା ସୁନାର ଦାମ୍ ସାମାନ୍ୟ କମିଛି  । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୪,୪୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୮,୨୪୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୨୪୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୪,୫୯୨ ଟଙ୍କା ରହିଛି।

ତେବେ କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୮,୪୯୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬୮,୨୪୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୪,୫୯୨ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୩ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୪୭ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୩୪୦ ଓ ୧ କେଜି ପିଛା ୯୩,୪୦୦ ଟଙ୍କା ରହିଛି

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *