ଅବପାତ ରୂପ ନେଇପାରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଆସନ୍ତା ୧୭/୧୮ ତାରିଖ ବେଳକୁ ଉତ୍ତର ଆଣ୍ଡାଳମାନ ସାଗରରେ ଘୂର୍ଣ୍ଣିବଳୟ ଘୂର୍ଣ୍ଣବଳୟ ସୃଷ୍ଟି ସମ୍ଭାବନା ରହିଛି। ପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହେବ। ୨୦ରେ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ ।  କାଳକ୍ରମେ ଏହା ଘନୀଭୂତ ହୋଇ  ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *