ଭୁବନେଶ୍ଵର : ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି । ଆଜି ସକାଳ ୮ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ଵରରେ ତାପମାତ୍ରା ୩୪ ଡ଼ିଗ୍ରୀ ଏବଂ ଆଦ୍ରତା ୭୧ ପ୍ରତିଶତ ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
ଆଜି ସକାଳ ୮ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ଵରରେ ତାପମାତ୍ରା ୩୪ ଡ଼ିଗ୍ରୀ ଏବଂ ଆଦ୍ରତା ୭୧ ପ୍ରତିଶତ ରେକର୍ଡ଼
![](https://naxatranews.com/wp-content/uploads/2023/06/GH.jpg)