ମୌସୁମୀ ପାଇଁ ଅନୁକୂଳ ହେବ ପାଗ

ଭୁବନେଶ୍ୱର : ମୌସୁମୀ ଅଗ୍ରସର ପାଇଁ ଅନୁକୂଳ ହେବ ପାଗ । ପ୍ରାୟ ୧୮ ରୁ ୨୧ ଜୁନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ-ଭାରତର ରାଜ୍ୟ ଗୁଡିକୁ ଅଗ୍ରସର ହେବା ପାଇଁ ପାଗ -ଅନୁକୂଳ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ।

ଗତକିଛି ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଛି । ଅସହ୍ୟ ତାତି ରେ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ । ତେବେ ମୌସୁମୀ ଆସିବା ପରେ ରାଜ୍ୟବାସୀ ଟିକେ ଆସ୍ୱସ୍ତି ଲାଭ କରିବେ  ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *