ଭାରତୀୟ ହକି ଦଳର ୨୦୩୬ ଯାଏଁ ଓଡିଶା ପ୍ରାୟୋଜକ ରହିବ । ୨୦୩୬ ଯାଏଁ ପ୍ରାୟୋଜକ ହେବାକୁ ସରକାର ଘୋଷଣା କରିଛନ୍ତି । ପୂର୍ବରୁ ୨୦୩୩ ଯାଏଁ ପ୍ରାୟୋଜକ ହେବାର ଥିଲା । ଆଉ ୩ ବର୍ଷ ପ୍ରାୟୋଜକ ହେବା ନେଇ ସରକାର ଘୋଷଣା କରିଛନ୍ତି । ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି ଓଡିଶା ।
୨୦୩୬ ଯାଏଁ ଓଡ଼ିଶା ପ୍ରାୟୋଜକ ହେବାକୁ ସରକାରଙ୍କ ଘୋଷଣା
![](https://naxatranews.com/wp-content/uploads/2024/06/988622-tokyo-olympics-indian-hockey.avif)