ରତ୍ନଭଣ୍ଡାର ନେଇ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ୍

ରତ୍ନଭଣ୍ଡାର ଖୋଲିବା ନେଇ ଟ୍ୱିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ। ହେ ମହାପ୍ରଭୁ ତୁମେ ଲୀଳାମୟ କହି ସୋସିଆଲ୍ ମିଡିଆ ଏକ୍ସରେ ଟ୍ୱିଟ୍ କରି ଲେଖିଛନ୍ତି ଲମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତୁମ ଇଚ୍ଛାରେ ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଗଲା । ଏହି ମହାନ କାର୍ଯ୍ୟ ସଫଳ ହେବ ମୋର ବିଶ୍ୱାସ ରହିଛି । ତୁମ ଇଚ୍ଛାରେ ଓଡିଆ ଜାତି ଆଜି ଆଗକୁ ବଢୁଛି । ଅସ୍ମିତାର ପରିଚୟକୁ ନେଇ ଆଗକୁ ବଢୁଛି । ତୁମ ଆଶୀର୍ବାଦରେ ପ୍ରତ୍ୟେକ ଓଡିଆ ଜାତି, ଗୋଷ୍ଠୀ ଓ ସର୍ବୋପରି ରାଜନୀତିର ଭେଦକୁ ଭୁଲି ଆଧ୍ୟାତ୍ମିକ ଓ ଭୌତିକ ଜଗତରେ ଓଡିଶାର ଏକ ନୂଆ ପରିଚୟ ସୃଷ୍ଟି କରିବାକୁ ଅଗ୍ରସର ହେଉ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *