ଆସୁଛି ଆଉ ଏକ ଲଘୁଚାପ। ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ପ୍ରଭାବରେ ଅଗଷ୍ଟ ୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆଜି ପାଇଁ ଉପକୂଳ ଓଡ଼ିଶା ସମେତ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କୋରାପୁଟ, ନବରଙ୍ଗପୁର, ବରଗଡ, କେନ୍ଦୁଝର ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
Naxatra News is now on Whatsapp
Join and get latest news update delivered to you via whatsapp
Join Now