ଏକ୍ସପ୍ରେସ ଟ୍ରେନରେ ଅଗ୍ନିକାଣ୍ଡ

ବିଶାଖାପାଟଣା ଷ୍ଟେସନରେ ଅଗ୍ନିକାଣ୍ଡ । ଷ୍ଟେସନରେ ଛିଡା ହୋଇଥିବା ବେଳେ କୋରାବ ଏକ୍ସପ୍ରେସ ଟ୍ରେନର ୩ଟି ବଗିରେ ନିଆଁ ଚାଗିଛି । ଟ୍ରେନର ଏସି କୋଚରେ ନିଆଁ ଲାଗିଥିବା ସୂଚନା । ବଗିରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା । କୋରାବରୁ ତିରୁମାଲା ଯାଇଥାନ୍ତା ଏକ୍ସପ୍ରେସ ଟ୍ରେନ । ଏହି ଅଗ୍ନିକାଣ୍ଡ ପ୍ରଥମେ ବି୭ କୋଚର ଶୌଚାଳୟରେ ସର୍ଟସର୍କିଟ ଯୋଗୁଁ ହୋଇଥିବା ରେଲୱେ ଅଧିକାରୀଙ୍କ ସୂଚନା। ବି୭ ବଗି ପୂରା ଜଳି ଯାଇଥିବା ବେଳେ ବି୬ ଓ ଓମ୧ ବଗି ଆଶିଂକ ଭାବେ ଜଳିଯାଇଛି । ଅଗ୍ନିକାଣ୍ଡ ବେଳେ ବଗିରେ କେହି ନଥିବାରୁ ଏକ ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଯାତ୍ରୀ । ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ କରିଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *