ଭିଜିଲାନ୍ସ ଜାଲରେ ଜେଲ ସୁପରିଟେଣ୍ଡେଣ୍ଟ

ଭିଜିଲାନ୍ସ ଜାଲରେ ଜେଲ ସୁପରିଟେଣ୍ଡେଣ୍ଟ। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଚାଲିଛି । କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ୱାଇଁଙ୍କ ଘରେ ରେଡ୍। କେନ୍ଦୁଝର ସରକାରୀ ବାସଭବନରେ, କେନ୍ଦୁଝର ଅଫିସ୍, ଭଦ୍ରକ ପୈତୃକ ବାସ ଭବନ, ଭୁବନେଶ୍ୱର ଲକ୍ଷ୍ମୀସାଗର ନିଜ ଘର ଓ ଶ୍ୱଶୁର ଘର, ଜାଗମରାର ନିଜ ଘର ମିଶି ୭ ଟି ସ୍ଥାନରେ ଚଢାଉ ଜାରି ରହିଛି। ଭୁବନେଶ୍ୱରରୁ ଏକ ଟିମ୍ ସହ କେନ୍ଦୁଝର ଭିଜିଲାନ୍ସ ସହାୟତାରେ ଚଢ଼ାଉ ଜାରି ରହିଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *