କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପରବର୍ତ୍ତୀ ସମୟରେ ଉତ୍ତର ଦିଗରେ ଗତି କରି ଘନୀଭୂତ ହେବା ସହ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା ଏବଂ ଗଜପତି ଜିଲାରେ ବର୍ଷା ହୋଇଛି। ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କେତେକ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ମାଲକାନଗିରି ଜିଲ୍ଲାରେ ବିଗତ କିଛି ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। କାଲିମେଳା ଅଞ୍ଚଳରେ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସେହିପରି ଆସନ୍ତା
Naxatra News is now on Whatsapp
Join and get latest news update delivered to you via whatsapp
Join Now