ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା ଅନୁଭୂତ

ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର କେନ୍ଦ୍ର ପାକିସ୍ତାନ ଥିବା ବେଳେ ଇସଲାମାବାଦ ଓ ଲାହୌରରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୮ ରେକର୍ଡ କରାଯାଇଛି। ସେହିପରି ଭୂକମ୍ପ ଝଟକା ଉତ୍ତରପ୍ରଦେଶ, ରାଜସ୍ଥାନ, ହରିୟାଣା, ପଞ୍ଜାବ ଓ ଜମ୍ମୁ-କାଶ୍ମୀରରେ ଝଟକା ଅନୁଭୂତ ହୋଇଛି। ଏଥିରେ କୌଣସି ଧନଜୀବନ ହାନୀ ହୋଇଥିବା ନେଇ ସୂଚନା ମିଳି ନାହିଁ । ଆଫଗାନିସ୍ତାନରେ ମଧ୍ୟ ଝଟକା ଅନୁଭୂତ ହୋଇଛି । ଗତ ୨ ସପ୍ତାହରେ ୨ୟ ଥର ଦିଲ୍ଲୀ ଏନସିଆରରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *