ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହେବେ ଅନୁରା କୁମାର ଦିଶାନାୟକେ

ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହେବେ ଅନୁରା କୁମାର ଦିଶାନାୟକେ । ଶନିବାର ଦିନ ନିର୍ବାଚନ ହୋଇଥିବା ବେଳେ ଆଜି ଗଣତି ହୋଇଥିଲା । ଜାତୀୟ ପିପୁଲ୍ସ ପାୱାର ଅନୁରା କୁମାର ଦିଶାନାୟକେ ଆଗୁଆ ରହିଛନ୍ତି । ତାଙ୍କୁ ୫୩% ମିଳିଥିବା ସୂଚନା ରହିଛି । ଶ୍ରୀଲଙ୍କାରେ ପ୍ରାୟ ୭୫ ପ୍ରତିଶତ ମତଦାତା ଭୋଟ ଦେଇଥିଲେ । ୨୦୧୯ ରାଷ୍ଟ୍ରପତି ନିର୍ବାଚନରେ ୮୩ ପ୍ରତିଶତରୁ ଅଧିକ ମତଦାନ ହୋଇଥିଲା । ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ୍ ଅନୁଷ୍ଠିତ ପରେ ରାତିର କର୍ଫ୍ୟୁ ମଧ୍ୟରେ ଗଣତି ଆରମ୍ଭ ହୋଇଥିଲା । ଜାତୀୟ ପିପୁଲ୍ସ ପାୱାର ଅନୁରା କୁମାର ଦିଶାନାୟକେ ଆଗୁଆ ଅଛନ୍ତି । ଅନୁରା କୁମାର ଦିଶାନାୟକେ କଲମ୍ବୋ ଜିଲ୍ଲାର ସାଂସଦ ଅଟନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *