୨ ଯବାନଙ୍କୁ ଅପହରଣ କଲେ ଆତଙ୍କବାଦୀ

ଜମ୍ମୁ-କଶ୍ମୀରରେ ୨ ଯବାନଙ୍କୁ ଅପହରଣ କଲେ ଆତଙ୍କବାଦୀ। ଅନନ୍ତନାଗ ଜିଲ୍ଲାର କୋକରନାଗ ଶଙ୍ଗସ୍ ଅଞ୍ଚଳରୁ ଅପହରଣ କରି ନେଇଥିବା ସୂଚନା ମିଳିଛି। ନିର୍ବାଚନ ଫଳାଫଳ ଆସିବାର କିଛି ଘଣ୍ଟା ମଧ୍ୟରେ ଆତଙ୍କବାଦୀ ଏହି କାଣ୍ଡ ଭିଆଇଛନ୍ତି। ତେବେ ଆତଙ୍କୀଙ୍କ କବଳରୁ ଜଣେ ଯବାନ ଖସି ପଳାଇ ଆସିଥିବା ବେଳେ ଅନ୍ୟଜଣେ ଏବେ ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି।

ତେବେ ଏହି ଘଟଣା ଏପରି ଏକ ସମୟରେ ଘଟିଥିଲା ଯେତବେଳେ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଥିଲା ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *