ରାଜ୍ୟରେ ଚାଲୁନି ସୂତା କଳ

ରାଜ୍ୟରେ ବନ୍ଦ ପଡ଼ିଛି ସୂତାକଳ । ପୂର୍ବରୁ ରାଜ୍ୟରେ ୭ ଟି ସୂତାକଳ ଥିବା ବେଳେ ବର୍ତ୍ତମାନ ସେ ସବୁ ବନ୍ଦ ହୋଇ ପଡ଼ିଛି । ଓଡ଼ିଶାରେ ୧ ଲକ୍ଷ ୨୫ ହଜାର ୧୬୦ ଜଣ ହସ୍ତତନ୍ତ ବୁଣାକାର ଓ ୪ ହଜାର ୬୨୪ ଜଣ କଳ ତନ୍ତ ବୁଣାକାର ଅଛନ୍ତି ।ଅଚଳାବସ୍ଥା ରେ ଥିବା ସୂତାକଳ ଗୁଡିକରେ ଘରୋଇକରଣ ପାଇଁ ପ୍ରକ୍ରିୟା ଜାରି ରହିଛି ।ଏଥିପାଇଁ ବିଦେଶୀ ପୁଞ୍ଜିପତି ମାନଙ୍କୁ ନିମନ୍ତ୍ରଣ କରିବା ସହ ପୁନରୁଦ୍ଧାର କରିବା ପାଇଁ କେତେ ଅର୍ଥ ର ଆବଶ୍ୟକ ଅଛି ତାହାର ଆକଳନ କରାଯାଇ ନାହିଁ । ବିଧାନସଭାର ଲିଖିତ ଉତ୍ତରରେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଏହି ସୂଚନା ଦେଇଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *