୧୦ ବର୍ଷ ମଧ୍ୟରେ ୩୫୭ ଜଣ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି। ଏନେଇ ଗୃହରେ ଲିଖିତ ଉତ୍ତର ରଖିଛନ୍ତି ଶ୍ରମମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ୭୨୭ ମାମଲା ରୁଜୁ ହୋଇଥିବା ବେଳେ ମାତ୍ର ୭ ଟି ମମଲାରେ ଦୋଷୀ ଙ୍କୁ ଦଣ୍ଡ ବିଧାନ କରାଯାଇଛି।
Naxatra News is now on Whatsapp
Join and get latest news update delivered to you via whatsapp
Join Now