ଆସନ୍ତା ୩ ଦିନରେ ରାଜ୍ୟରେ ବର୍ଷା ସମ୍ଭାବନା । ଲଘୁଚାପ ପ୍ରଭାବରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପର ସକ୍ରିୟତା ଯୋଗୁଁ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।୧୯ରୁ ୨୧ ଯାଏ ଉପକୂଳ ଓଡିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
Naxatra News is now on Whatsapp
Join and get latest news update delivered to you via whatsapp
Join Now