ବୁଧବାର ମାଘ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Naxatra News is now on Whatsapp
Join and get latest news update delivered to you via whatsapp
Join Now