ନବୀନଙ୍କୁ ମୋହନଙ୍କ ନିମନ୍ତ୍ରଣ

ଭୁବନେଶ୍ୱର ୦୪/୩: ଆସନ୍ତାକାଲି ଅର୍ଥାତ୍‌ ମାର୍ଚ୍ଚ ୫ରେ ପାଳନ ହେବ ଓଡିଶାର ବରପୁତ୍ର ବିଜୁବାବୁଙ୍କ ଜନ୍ମଦିନ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ ଜଣାଇଛନ୍ତି । ମହାନ ସମାରୋହରେ ବିଶିଷ୍ଠ ଅତିଥି ଭାବେ ଯୋଗ ଦେବାକୁ ମୋହନ ନବୀନଙ୍କୁ ଅନୁରୋଧ କରିଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *