ଭୁବନେଶ୍ୱର ସରକାନ୍ତରାରେ ଏମ୍ସରେ କାମ କରୁଥିବା ଜଣେ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରାଯାଇଥିବାର ଖବର ମିଳିଛି । ଏମ୍ସରେ କାମ କରୁଥିବା ସୁଧାଂଶୁ ଖୁଣ୍ଟିଆଙ୍କ ଉପରେ ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ଜଣାଯାଇଛି। ସ୍କୁଟିରେ ଦୁର୍ବୃତ୍ତ ଆସି ଗୁଳି ମାରିଛି । ଜଣେ ଦୁର୍ବୃତ୍ତ ଥିବା ସୂଚନା ମିଳିଛି ।ଭୁବନେଶ୍ୱର ସରକାନ୍ତରାରେ ଏମ୍ସରେ କାମ କରୁଥିବା ଜଣେ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରାଯାଇଥିବାର ଖବର ମିଳିଛି ।
ସକାଳୁ ସକାଳୁ ଏମ୍ସରୁ କାମସାରି ଫେରୁଥିଲେ ସୁଧାଂଶୁ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିମାଡ଼ ହୋଇଥିବା ସୂଚନା ରହିଛି। ଏଣେ ଏହି ଘଟଣାରେ ସୁଧାଂଶୁଙ୍କ ଭାଇ ଆଉ ଜଣଙ୍କୁ ସନ୍ଦେହ କରି ବର୍ତ୍ତମାନ ଖଣ୍ଡାରେ ଆକ୍ରମଣ କରିଥିବା ସୂଚନା ମିଳିଛି।
Naxatra News is now on Whatsapp
Join and get latest news update delivered to you via whatsapp
Join Now