ଦୁର୍ଘଟଣାରେ ଦୁଇ ମୃତ

Spread the love

ଗଞ୍ଜାମ: ଗଞ୍ଜାମ ଛତ୍ରପୁର ଥାନା ବାୟା ରେଷ୍ଟୁରାଣ୍ଟ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବ୍ରହ୍ମପୁର ବ୍ରହ୍ମା ନଗରର ସୁମନ ଦାସ ଓ ହିଞ୍ଜିଳି କଞ୍ଚୁଡୁର ଦଣ୍ଡ ପାଳ। ଉଭୟେ ବ୍ରହ୍ମପୁରରୁ ଛତ୍ରପୁର ଅଭିମୁଖେ ଯାଉଥିବା ବେଳେ ରାସ୍ତାରେ ରହିଥିବା ଡିଭାଇଡରରେ ଭାରସାମ୍ୟ ହରାଇ ଧକ୍କା ହୋଇଥିଲା। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ଛତ୍ରପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave a Reply

Your email address will not be published. Required fields are marked *