ଲ୍ୟାଣ୍ଡିଂ ବେଳେ ବିମାନରେ ଲାଗିଲା ନିଆଁ

ପୁଣି ଆଉ ଏକ ବିମାନ ଦୁର୍ଘଟଣାଗ୍ରସ୍ତ। ଲ୍ୟାଣ୍ଡିଂ ବେଳେ ହୁ ହୁ ହୋଇ ଜଳିଗଲା ବିମାନ। ତେବେ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ। ଦକ୍ଷିଣ କୋରିଆ ବିମାନ ଦୁର୍ଘଟଣାଗ୍ରସ୍ତ ହେବାର କିଛି ସମୟ ପରେ ଏଭଳି କିଛି ଭୟଙ୍କର ଦୁର୍ଘଟଣା ଘଟିଛି କାନାଡାରେ। ଏହାର ଭିଡିଓ ଏବେ ସୋଶିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ହଲିଫାକ୍ସ ବିମାନ ବନ୍ଦରରେ ଅବତରଣ କରିବା ସମୟରେ ଏକ ଏୟାର କାନାଡା ବିମାନରେ ଅଗ୍ନିକାଣ୍ଡ ଘଟିଛି। ସୂଚନା ଅନୁଯାୟୀ ବିମାନ ଟି ଏୟାରପୋର୍ଟରେ ଲ୍ୟାଣ୍ଡି କରିବା ବେଳେ ରନୱେରୁ ଖସି ପଡିଥିଲା। ​​ଏହି କାରଣରୁ ଲ୍ୟାଣ୍ଡିଂ ଗିଅର ଭାଙ୍ଗି ଯାଇଥିଲା।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *