ରକ୍ ଡେନ୍ସ ୨୦୨୩ ନୃତ୍ୟ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ରୂପେ ଯୋଗଦେଲେ ବ୍ରହ୍ମପୁର ସାଂସଦ, ବିଧାୟକ

Spread the love

ଗଞ୍ଜାମ : ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ସୁବାସ ମହାରଣା ସ୍ଥାନୀୟ “ରକ୍ ଡେନ୍ସ ୨୦୨୩” ନୃତ୍ୟ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ ବିଜୟୀ କୁନି କୁନି ନୃତ୍ୟଶିଳ୍ପୀଙ୍କୁ ପୁରସ୍କୃତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦାସର୍ବଦା କଳା ଓ ସଂସ୍କୃତିକୁ ପ୍ରାଧାନ୍ୟ ଦେଇ ଆସିଛନ୍ତି ବୋଲି ଜଣାଇବା ସହିତ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା କୁନି ପ୍ରତିଯୋଗୀଙ୍କୁ ଉତ୍ସାହିତ କରି ଆଜିର ଆଧୁନିକ ଯୁଗରେ ତଥା ମନୁଷ୍ୟ ଜୀବନରେ ନୃତ୍ୟର ଉପାଦେୟତା ବିଷୟରେ ଆଲୋକପାତ କରିଥିଲେ ।

Leave a Reply

Your email address will not be published. Required fields are marked *