ବାଲୁକା କଳାରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ…

Spread the love

ଲଗାତାର ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି । ଏହି ଅବସରରେ ବାଲୁକା କଳାରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ସାରା ବିଶ୍ବରୁ ପ୍ରଧାନ ମନ୍ତ୍ରୀଙ୍କୁ ଶୁଭେଚ୍ଛାର ସୁଅ ଛୁଟିଥିବା ବେଳେ ଅଭିନନ୍ଦନ ମୋଦିଜି ଥ୍ରି ପଏଣ୍ଟ ଜିରୋ ଲେଖି ଶୁଭେଚ୍ଛା ଜଣାଇଛନ୍ତି ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ପ୍ରସ୍ତୁତ ଏହି ବାଲୁକା କଳାରେ ସେ ବିକଶିତ ଭାରତର ବାର୍ତ୍ତା ମଧ୍ୟ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *