ଆଜି ଘୋଷଣା ହେବ ବାଚସ୍ପତିଙ୍କ ନାମ

ଆଜି ବିଧିବଦ୍ଧ ଭାବେ ଘୋଷଣା ହେବ ବାଚସ୍ପତିଙ୍କ ନାମ । ବିଧାନସଭାର ଏହି ସର୍ବୋଚ୍ଚ ପଦ ପାଇଁ ବିଜେପିରୁ ବିଧାୟିକା ସୁରମା ପାଢୀ ପ୍ରାର୍ଥୀପତ୍ର ଦାଖଲ କରିଥିବା…

୬୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ୬୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୯୫୮ ମସିହା ଜୁନ୍ ୨୦ ତାରିଖରେ ମୟୂରଭଞ୍ଜ ଜିଲ୍ଲା…

ପଟିଆ ଛକ ନିକଟ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ…

ଭୁବନେଶ୍ୱର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ । କେ.କେ ପ୍ଲାଜା ନାମକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। କିଛି ସମୟ ପରେ…

ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଭରିଲେ ସୁରମା ପାଢୀ

ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଇଛି । ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ବିଧାୟିକା ସୁରମା ପାଢୀ । ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର…

ଦେବସ୍ନାନ ପୂର୍ଣ୍ଣିମା ପାଇଁ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି

ଆଉ ୨ ଦିନ ପରେ ଦେବସ୍ନାନ ପୂର୍ଣ୍ଣିମା। ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଏନେଇ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି । ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ…

ବିରଳ ରୋଗରେ ପୀଡ଼ିତ ବଲିଉଡର ଲୋକପ୍ରିୟ ଗାୟିକା ଅଲକା ୟାଗ୍ନିକ

ବଲିଉଡର ଲୋକପ୍ରିୟ ଗାୟିକା ଅଲକା ୟାଗ୍ନିକ ବିରଳ ନ୍ୟୁରାଲ ନର୍ଭ ହିଅରିଂ ଲସ୍ ରୋଗରେ  ପୀଡ଼ିତ ହୋଇଛନ୍ତି। ଏନେଇ ଅଲକା ନିଜେ ସୋସିଆଲ ମିଡିଆରେ ସମସ୍ତଙ୍କୁ ଜଣାଇଛନ୍ତି।…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ୱ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ୱ। ନୀତି ବିଳମ୍ୱ ଯୋଗୁଁ ମଙ୍ଗଳ ଆଳତି ମଧ୍ୟ ସମ୍ପନ୍ନ ହୋଇନି। ଗତକାଲି ରାତି ସମୟରେ ପୂଜାପଣ୍ଡା ଏବଂ ସିଙ୍ଗାରୀ ସେବାୟତଙ୍କ ଭିତରେ…

ପୁଣି ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଆଣିଲେ ନୀରଜ ଚୋପ୍ରା

ପୁଣି ଇତିହାସ ରଚିଲେ ସୁନା ପୁଅ ନୀରଜ ଚୋପ୍ରା। ଭାରତ ପାଇଁ ଆଣିଲେ ସ୍ୱର୍ଣ୍ଣ ପଦକ। ଫିନଲ୍ୟାଣ୍ଡ୍ର ଟୁର୍କୁରେ ପାଭୋ ନୁର୍ମି କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ହାସଲ…

ଡିପଥେରିଆ ସଂକ୍ରମଣ ରୋକିବାକୁ ଟିକା ଉପରେ ଗୁରୁତ୍ୱ…

ଓଡ଼ିଶାରେ ସଂକ୍ରମଣର ରୂପ ନେଉଛି ଡିପଥେରିଆ। ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ମାଡ଼ି ଚାଲିଛି ରୋଗ। ରାୟଗଡ଼ା ପରେ ବର୍ତ୍ତମାନ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାକୁ ଏହି…

ବାଲେଶ୍ୱରରେ ଆଜି ମଧ୍ୟରାତ୍ର ଯାଏଁ କର୍ଫ୍ୟୁ

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣା। ପୌରାଞ୍ଚଳରେ ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ। ଏନେଇ ବାଲେଶ୍ୱର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଓଟି ରୋଡକୁ ସଂଯୋଗ…