ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ୱର – ବିଜେପି ବିଧାୟିକା କୁସୁମ ଟେଟେ, ଝାରସୁଗୁଡା ଉପନିର୍ବାଚନ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ  ରାଜ୍ୟ  ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି ପ୍ରତିନିଧି…