୧୯ରେ ଗ୍ରୀଡ଼କୋ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ବିଜୁଳିକାଟ ଜନିତ ଯନ୍ତ୍ରଣାରୁ ମୁକ୍ତ କରିବା ଓ ଅବିଚାରିତ ବିଦ୍ୟୁତ ଦେୟର ପରିଣାମ ହ୍ରାସ କରିବା ଦାବିରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆସନ୍ତା…

୧୦ ଜିଲ୍ଲାର ୩୬ ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ୨୨୫.୫୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁକ୍ତା ଯୋଜନାରେ ଚଳିତ ଆର୍ଥିକବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ୧୦ ଜିଲ୍ଲାର ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ।…

କୁବେର ପୂର୍ବତନ ଯୋଗାଣ ଅଧିକାରୀ ଗିରଫ

ଭୁବନେଶ୍ୱର : ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ନୟାଗଡର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଭିଜିଲାନ୍ସ ଚଢାଉ…

ଭିଜିଲାନ୍ସ ଜାଲରେ ବାରିପଦା ଉପଜିଲ୍ଲାପାଳ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ବାରିପଦା ଉପଜିଲ୍ଲାପାଳ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ମୟୁରଭଞ୍ଜ ଜିଲ୍ଲା ବାରିପଦା ଉପଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟରେ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ଛତିଶଗଡ଼ ରାଜ୍ୟପାଳଙ୍କ ଦାବି

ଭୁବନେଶ୍ୱର : ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ତୁରନ୍ତ ଖୋଲିବାକୁ ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଦାବି କରିଛନ୍ତି । ଗଣମାଧ୍ୟମକୁ ସେ କହିଛନ୍ତି ଯେ, ରତ୍ନଭଣ୍ଡାରରେ…

ଜୁନ୍ ୨୧ରୁ ଖୋଲିବ ସବୁ ସ୍କୁଲ

ଭୁବନେଶ୍ୱର : ରାଜ୍ୟର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ସମସ୍ତ ବିଦ୍ୟାଳୟଗୁଡ଼ିକ ଗ୍ରୀଷ୍ମଛୁଟି ପରେ ଜୁନ୍ ୨୧ ତାରିଖରେ ଖୋଲିବା ନିମନ୍ତେ ରାଜ୍ୟ ସରକାର…

୫ଟି ସଚିବଙ୍କ କନ୍ଧମାଳ ଗସ୍ତ, ପ୍ରାୟ ୫୦୦ କୋଟି ଟଙ୍କାରେ କାର୍ଯ୍ୟକାରୀ ହେବ ମେଗା ପାଇପ ଜଳ ପ୍ରକଳ୍ପ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର କନ୍ଧମାଳ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା…