ଜ଼ିଲ୍ଲା ସ୍ତରୀୟ ମିଳିତ ଅମଲା ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଓ କାର୍ଯ୍ୟ ବନ୍ଦ ଆନ୍ଦୋଳନ, ଦାବି ପୂରଣ ନ ହେଲେ ସାମୁହିକ ଛୁଟି ଜାରି ରହିବ
ସୁବର୍ଣ୍ଣପୁର : ଆଜି ସକାଳ ୮ଟାରୁ ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଂଚ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଅମଲା ମଂଚର ଅଧ୍ୟକ୍ଷ…