ବଙ୍ଗୋପସାଗରରେ ସକ୍ରିୟ ସୁଦୃଶଃ ଲଘୁଚାପ କ୍ଷେତ୍ର : ପ୍ରବଳ ବର୍ଷା ନେଇ ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ଵର : ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହା…