୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତୋଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି…

ମାଲକାନଗିରି ଜିଲ୍ଲା ଶ୍ରମ କାର୍ଯ୍ୟାଳୟରେ ବହୁ ପଦବୀ ଖାଲି

ମାଲକାନଗିରି : ସରକାରଙ୍କ ଶ୍ରମ ଆଇନକୁ କାର୍ଯ୍ୟକାରୀ କରିବାକୁ ଜିଲ୍ଲାରେ ଆବଶ୍ୟକୀୟ କର୍ମଚାରୀ ନଥିବାରୁ ଶ୍ରମ ବିଭାଗରେ ଏକରକମ ଅଚଳଅବସ୍ଥା ଦେଖିବାକୁ ମିଳିଛି । ଜିଲ୍ଲାର ୭ଟି…

ବାଲେଶ୍ୱର ଏସପିଙ୍କ ବାପା ମାଙ୍କୁ ଆକ୍ରମଣ ଘଟଣା, ୨ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି : ଡିସିପି

ଭୁବନେଶ୍ୱର : ବାଲେଶ୍ୱର ଏସପି ସାଗରିକା ନାଥଙ୍କ ବାପା ଓ ମା’ଙ୍କ ଉପରେ ଲୁଟେରାଙ୍କ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଥିବା ଦୁଇ ଜଣ ଅଭିଯୁକ୍ତଙ୍କୁ ପୋଲିସ ଚିହ୍ନଟ…

ଚାଷ ଜମିରେ ହଳ କରୁଥିବା ବେଳେ ଟଳିପଡ଼ିଲେ ଚାଷୀ

ଖୋର୍ଦ୍ଧା : ଚାଷ ଜମିରେ ହଳ କରୁଥିବା ବେଳେ ଟଳିପଡ଼ିଲେ ଜଣେ ଚାଷୀ। ଗୁରୁତର ଅବସ୍ଥାରେ ତାଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଳୟରେ…

ଏସ୍ସିବି ମେଡ଼ିକାଲ କଲେଜ ସମ୍ପ୍ରସାରଣ କାର୍ଯ୍ୟର ସ୍ଥିତି ସମୀକ୍ଷା କଲେ ୫ଟି ସଚିବ

ଭୁବନେଶ୍ୱର : ୫-ଟି ସଚିବ ଭି କେ ପାଣ୍ଡିଆନ ସୋମବାର କଟକରେ ଏସ୍ସିବି ମେଡ଼ିକାଲ କଲେଜ ସମ୍ପ୍ରସାରଣ କାର୍ଯ୍ୟର ସ୍ଥିତି ସମୀକ୍ଷା କରିଛନ୍ତି । ଏଠାରେ ମେଡିକାଲ…

୧୬ ଜିଲ୍ଲାରୁ ଚିହ୍ନଟ ହେଲେଣି ୧୮୫ ଜଣ ଡେଙ୍ଗୁ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ମୋଟ ୧୬ ଜିଲ୍ଲାରୁ ୧୮୫ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା…

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧.୧ ମି.ମି. ବର୍ଷା ରେକର୍ଡ଼, ସ୍ଵାଭାବିକ ତୁଳନାରେ ୯୦ ପ୍ରତିଶତ କମ୍

ଭୁବନେଶ୍ଵର : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧.୧ ମି.ମି. ବର୍ଷା ରେକର୍ଡ଼ କରାଯାଇଛି, ଯାହା ସ୍ଵାଭାବିକ ବର୍ଷା ୧୧ ମି.ମି. ତୁଳନାରେ ୯୦ ପ୍ରତିଶତ…

ବ୍ୟକ୍ତିଗତ ସଚିବଙ୍କ ବିରୋଧରେ ମୁଖ୍ୟ ଶାସନ ସଚିବ କଣ ପାଇଁ କାର୍ଯ୍ୟାନୁଷ୍ଠାନ ନେଉନାହାନ୍ତି? : ବିଜେପି

ଭୁବନେଶ୍ୱର : ରାଜ୍ୟରେ କିଛି ମାସ ହେବ ଗଣତନ୍ତ୍ର ଭୁଷୁଡି ପଡିଥିବା ଭଳି ମନେ ହେଉଛି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ରାଜ୍ୟର ବିଭିନ୍ନ ଅଞ୍ଚଳ ବୁଲି…

ତିନି ପିଲାଙ୍କୁ କୂଅରେ ଫିଙ୍ଗିବା ପରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସାନ ଝିଅ ଓ ପୁଅ ମୃତ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ଲାଉଗୁଡ଼ା ଗ୍ରାମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳା…

ଆଜିଠାରୁ ଆରମ୍ଭ ହେଲା ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା

ଭୁବନେଶ୍ୱର : ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି ।…