ASOଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ ମାରିବା ଘଟଣା ,ମୁଁ ଓ ମୋ ଦଳ ଦୁଃଖିତ; ନବୀନ ପଟ୍ଟନାୟକ

ବିଧାନସଭା ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ପୂର୍ବରୁ ବିରୋଧୀ ବିଜେଡି କକ୍ଷତ୍ୟାଗ କରିଛି। ଏନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ମୁଁ ଓ ମୋ…

ଆମେରିକା ପଲିଟିକ୍ସ ;ରାଷ୍ଟ୍ରପତି ପ୍ରାର୍ଥୀ ପଦରୁ ଓହରିଲେ ଜୋ ବାଇଡେନ

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ୨୦୨୪ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରୁ ଆଜି ଓହରି ଯାଇଛନ୍ତି। ଡେମୋକ୍ରାଟିକ ଦଳ ଚଳିତ ନିର୍ବାଚନ ପାଇଁ ଆନୁଷ୍ଠାନିକ ଭାବେ ପ୍ରାର୍ଥୀ…

ସଂସଦରେ ନିଟ୍ ଝଡ଼

ସଂସଦରେ ନିଟ୍ ପ୍ରସଙ୍ଗକୁ ନେଇ ହଙ୍ଗାମା। ବଜେଟ ଅଧିବେଶନ ଆରମ୍ଭ ହୋଇଥିବା ବେଳେ  ନିଟ୍ ପ୍ରସଙ୍ଗକୁ ନେଇ ଗୃହରେ ହଙ୍ଗାମା ଦେଖିବାକୁ ମିଳିଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…

ବିଧାନସଭା ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କ ଅଭିଭାଷଣ

ବିଧାନସଭା ବଜେଟ୍ ଅଧିବେଶନ। ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣରୁ ଆରମ୍ଭ ବଜେଟ ଅଧିବେଶନ। ରାଜ୍ୟପାଳ କହିଛନ୍ତି ‘ମୋ ସରକାର ନିରପକ୍ଷତା ସହ କାମ କରିବ । ଯୁବକଙ୍କୁ…

ଆଜିଠୁ ବିଧାନସଭାରେ ବଜେଟ୍ ଅଧିବେଶନ

ଆଜିଠାରୁ ବିଧାନସଭାରେ ବଜେଟ୍ ଅଧିବେଶନ ଆରମ୍ଭ ହେବ। ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଅଧିବେଶନ । ଏହି ଅଧିବେଶନରେ ୨୦୨୦୪-୨୫ ଆର୍ଥିକ ବର୍ଷ…

ସର୍ବଦଳୀୟ ବୈଠକରେ ଯୋଗଦେଲାନି କଂଗ୍ରେସ

ବିଧାନସଭାର ବଜେଟ ଅଧିବେଶନ ନେଇ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଥିଲା ସର୍ବଦଳୀୟ ବୈଠକ। ହେଲେ ସର୍ବଦଳୀୟ ବୈଠକରେ ଯୋଗଦେଇନି କଂଗ୍ରେସ। ଏପର୍ୟ୍ୟନ୍ତ କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା…

ବଦଳିବ ନାହିଁ ‘ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର’ ନାଁ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦୀର୍ଘ ବର୍ଷ ଧରି ପ୍ରଦାନ କରାଯାଉଥିବା ‘ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର’ର ନାମ ବଦଳିବ ନାହିଁ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।…

୨୨ରୁ ବିଧାନସଭା

୨୨ରୁ ଆରମ୍ଭ ହେଉଛି ଓଡ଼ିଶାର ବଜେଟ୍ ଅଧିବେଶନ। ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ। ୨୫ରେ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ଦାୟିତ୍ୱରେ ଥିବା…

ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନର ନାଁ ବଦଳାଇଲେ ରାଜ୍ୟ ସରକାର

ସରକାର ବଦଳିଲା ପରେ ବଦଳିଲା ନାଁ। ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନର ନାଁ ବଦଳାଇଛନ୍ତି ରାଜ୍ୟ ସରକାର। ଏନେଇ କ୍ରୀଡ଼ା ଓ ଯୁବ ସେବା ପକ୍ଷରୁ ପ୍ରକାଶ…

ପୁରୀରେ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନିଲ ବଂଶଲ , ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସହ ପ୍ରଭାରୀ ସୁଶ୍ରୀ ଲତା ଉସେନ୍ଦି…

ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ଏଥିପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି.…

ବିବାଦରେ ରାଜଭବନ; ରାଜନୀତିରେ ରାଜ୍ୟପାଳଙ୍କ ପୁଅ !

ଥମୁନି ରାଜ୍ୟପାଳଙ୍କ ପୁଅ ଲଳିତ ଦାସଙ୍କ କାରନାମାକୁ ନେଇ ବିବାଦ। ରାଜଭବନରେ ଏଏସଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ସହଯୋଗୀଙ୍କ ସହ ମିଶି ଆକ୍ରମଣ ଘଟଣାରେ ଏ ଯାଏ କୌଣସି…