ଆବ୍ୟୁଡାନ୍ସ ଇନ୍ ମିଲେଟ୍ସ’ ଗୀତ ଖାଦ୍ୟ ନିରାପତ୍ତା ଏବଂ କ୍ଷୁଧା ଦୂର କରିବାର ଏକ ଗୁରୁତ୍ୱପୂର୍ଣ୍ଣ କାରଣ ଓ ସୃଜନଶୀଳତାର ମିଶ୍ରଣ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଶ୍ରୀ ଅନ୍ନ ବା ମିଲେଟ୍ସରେ ସ୍ୱାସ୍ଥ୍ୟ ଏବଂ ସୁସ୍ଥତା ପ୍ରଚୁର ମାତ୍ରାରେ ରହିଥିବା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ଗ୍ରାମୀ ପୁରସ୍କାର ବିଜେତା…

ଆଇଆଇଏମ୍ ଜମ୍ମୁର ‘ଷଷ୍ଠ ବାର୍ଷିକ ଦୀକ୍ଷାନ୍ତ ସମାରୋହ’

ନୂଆଦିଲ୍ଲୀ : ଆମର ଯୁବବର୍ଗଙ୍କୁ ନିଯୁକ୍ତି ଅନ୍ୱେଷଣ କିମ୍ବା ନିଯୁକ୍ତି ଦାତା ନୁହେଁ ବରଂ ଓ୍ୱେଲଥ୍ କ୍ରିଏଟର ହେବାକୁ ପଡିବ । ଅର୍ଥାତ୍ ଦେଶରେ ସମ୍ପନ୍ନତା ଆଣିବା…

ୟୁଏନଏଚକ୍ୟୁରେ ଅର୍ନ୍ତଜାତୀୟ ଯୋଗ ଦିବସ ପାଳନ କାର୍ଯ୍ୟକ୍ରମରେ ଭାଗନେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ୟୁଏନଏଚକ୍ୟୁରେ ଅନ୍ତର୍ଜାତୀୟ ଯୋଗଦିବସ ପାଳନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଅଂଶଗ୍ରହଣ କରିବେ । ଜାତିସଂଘ ସାଧାରଣ ସଭାର ଅଧ୍ୟକ୍ଷ ଶ୍ରୀ ସାବା…

୨୦ ଜୁନ୍ ରୁ ଆମେରିକା ଏବଂ ମିଶର ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୨୦ରୁ ୨୫ ତାରିଖ ପର୍ଯ୍ୟନ୍ତ ଆମେରିକା ଏବଂ ମିଶର ଗସ୍ତରେ ଯିବେ । ବିଦେଶ ମନ୍ତ୍ରାଳୟ ଅନୁସାରେ ଆମେରିକାର…

କୁପୱାଡ଼ାରେ ଏନକାଉଣ୍ଟରରେ ୫ ଆତଙ୍କବାଦୀ ନିହତ

ଶ୍ରୀନଗର : ଜମ୍ମୁ ଓ କଶ୍ମୀରର କୁପୱାଡ଼ା ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୫ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଆଜି ଭୋର ସମୟରେ ଭାରତୀୟ ସେନା ଏବଂ…

କେନ୍ଦ୍ରମନ୍ତ୍ରୀଙ୍କ ଘରକୁ ପେଟ୍ରୋଲ ବୋମା ମାଡ

ଇମ୍ଫାଲ : କେନ୍ଦ୍ର ମନ୍ତ୍ରୀ ଆର.କେ ରଞ୍ଜନ ସିଂହଙ୍କ ମଣିପୁରର ଇମ୍ଫାଲ ସ୍ଥିତ ଘରେ ଗୁରୁବାର ରାତିରେ ଅଗ୍ନକାଣ୍ଡ ଘଟିଛି । ୧୦୦୦ରୁ ଅଧିକ ଲୋକ ତାଙ୍କ…

ରକ୍ତଦାନ ଅମୃତ ମହୋତ୍ସବରେ ରକ୍ତଦାନ କରିଥିବା ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଲୀ : ବିଶ୍ୱ ରକ୍ତଦାନ ଦିବସ ଅବସରରେ ରକ୍ତଦାନ ଅଭିଯାନ ଏବଂ ରକ୍ତଦାତାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ…

ପ୍ରତ୍ୟେକ କ୍ଷେତ୍ରରେ ଦ୍ରୁତ ଅଗ୍ରଗତି ପରିଲକ୍ଷିତ ହୋଇଛି, ଏକ ବିକଶିତ ଭାରତ ପାଇଁ ମଞ୍ଚ ପ୍ରସ୍ତୁତ ହୋଇଛି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ଅଭିବୃଦ୍ଧି ତଥା ବିକାଶମୂଳକ ପଦକ୍ଷେପ ବିଷୟରେ ପ୍ରବନ୍ଧ, ଗ୍ରାଫିକ୍ସ, ଭିଡିଓ ଏବଂ ସୂଚନା ସେୟାର କରିଛନ୍ତି ଯାହା…

ମାନବିକ ଅଧିକାର କାହାର ଦୟା କିମ୍ବା ଅନୁକମ୍ପା ନୁହେଁ : ବିଶ୍ୱଭୂଷଣ

ଭୁବନେଶ୍ୱର : ବିଶ୍ୱ ମାନିବିକ ଅଧିକାର ସୁରକ୍ଷା ସଂସ୍ଥା ଆନୁକୂଲ୍ୟରେ ଅନୁଷ୍ଠିତ ମାଟି, ମା’ ଓ ମଣିଷର ସୁରକ୍ଷା ପାଇଁ ମାନବିକ ଅଧିକାର ଉପରେ ହୋଟେଲ୍ ନ୍ୟୁମାରିଅନ…

୧୭ ରେ ଉପରାଷ୍ଟ୍ରପତି ଚତୁର୍ଥ ଜାତୀୟ ଜଳ ପୁରସ୍କାର ପ୍ରଦାନ କରିବେ

ନୂଆଦିଲ୍ଲୀ : ଭାରତର ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖଡ ୧୭ ଜୁନ୍ ୨୦୨୩ରେ ଜଳ ଶକ୍ତି ମନ୍ତ୍ରଣାଳୟର ଜଳ ସମ୍ପଦ, ନଦୀ ବିକାଶ ଏବଂ ଗଙ୍ଗା ସଂରକ୍ଷଣ…

କୋଲକାତା ବିମାନ ବନ୍ଦରରେ ଅଗ୍ନିକାଣ୍ଡ ଘଟଣାର ତଦନ୍ତ ପାଇଁ କମିଟି ଗଠିତ

କୋଲକାତା : କୋଲକାତା ବିମାନ ବନ୍ଦରରେ ବୁଧବାର ରାତିରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଥିଲା । ବିମାନ ବନ୍ଦର ପରିଚାଳନା ସୂତ୍ରରୁ କୁହାଯାଇଛି ଯେ, ରାତି ପ୍ରାୟ…

“ବିପର୍ଯ୍ୟୟ” ସଂକ୍ରାନ୍ତ ରିପୋର୍ଟିଂ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ସୁରକ୍ଷା ପାଇଁ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ଜାରି

ନୂଆଦିଲ୍ଲୀ : ବିଭିନ୍ନ ଗଣମାଧ୍ୟମ ସଂଗଠନର ସାମ୍ବାଦିକ, କ୍ୟାମେରାମ୍ୟାନ୍ ବିଶେଷକରି ଘରୋଇ ଟିଭି ଚ୍ୟାନେଲ ଯେଉଁମାନେ କି କ୍ଷେତ୍ର ସ୍ତରରେ ବାତ୍ୟା “ବିପର୍ଯ୍ୟୟ” ସଂକାନ୍ତୀୟ ଖବର ସଂଗ୍ରହ…