ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର ଜିଲ୍ଲାର ବାମରାରେ ସର୍ବାଧିକ ୨୬.୨ ମି.ମି. ବର୍ଷା ରେକର୍ଡ଼

ଭୁବନେଶ୍ଵର : ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର ଜିଲ୍ଲାର ବାମରାରେ ସର୍ବାଧିକ ୨୬.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି…

୧ ଜୁନ୍ ରୁ ୪ ଅଗଷ୍ଟ ସୁଦ୍ଧା ୬୩୧.୪ ମି.ମି. ବର୍ଷା ରେକର୍ଡ଼

ଭୁବନେଶ୍ଵର : ଚଳିତ ମୌସୁମୀ ଋତୁରେ, ୧ ଜୁନ୍ ରୁ ୪ ଅଗଷ୍ଟ ସୁଦ୍ଧା ୬୩୧.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଯାହାକି ଏହି ସମୟରେ…

ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର ହେମଗିରିରେ ସର୍ବାଧିକ ୪୦.୪ ମି.ମି. ବର୍ଷା ରେକର୍ଡ଼

ଭୁବନେଶ୍ଵର : ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର ହେମଗିରିରେ ସର୍ବାଧିକ ୪୦.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି…

ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ସର୍ବାଧିକ ୧୯୫.୪ ମି.ମି. ବର୍ଷା ରେକର୍ଡ଼

ଭୁବନେଶ୍ଵର : ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ସର୍ବାଧିକ ୧୯୫.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି…

୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା…

ସାରା ରାଜ୍ୟରେ ପ୍ରବଳ ବର୍ଷା, ବୌଦ୍ଧରେ ସର୍ବାଧିକ ୩୯୦ ମିଲିମିଟର ବର୍ଷା

ଭୁବନେଶ୍ୱର : ସାରା ରାଜ୍ୟରେ ଲଗାଣ ବର୍ଷା ଜାରୀ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ହାରାହାରି ୮୩. ୩ ମିମି ବର୍ଷା ରେକର୍ଡ…

୧ ଜୁନ୍ ରୁ ୧ ଅଗଷ୍ଟ ସୁଦ୍ଧା ୫୦୫.୧ ମି.ମି. ବର୍ଷା ରେକର୍ଡ : ୧୧ ଜିଲ୍ଲାରେ ନିଅଣ୍ଟିଆ, ୩ ଜିଲ୍ଲାରେ ଅତ୍ୟଧିକ ଏବଂ ୧୬ ଜିଲ୍ଲାରେ ସ୍ଵାଭାବିକ୍ ବର୍ଷା ରେକର୍ଡ

ଭୁବନେଶ୍ଵର : ଚଳିତ ମୌସୁମୀ ଋତୁରେ, ୧ ଜୁନ୍ ରୁ ୧ ଅଗଷ୍ଟ ସୁଦ୍ଧା ୫୦୫.୧ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଯାହାକି ଏହି ସମୟରେ…

ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ଵରରେ ସର୍ବାଧିକ ୨୫୯.୨ ମି.ମି. ବର୍ଷା ରେକର୍ଡ଼

ଭୁବନେଶ୍ଵର : ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଜାରୀ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ଵରରେ ସର୍ବାଧିକ ୨୫୯.୨ ମି.ମି.…

ଅବପାତର ରୂପନେଲା ଲଘୁଚାପ :ଆସନ୍ତା ୨୪ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ଅରେଞ୍ଜ୍, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଏହା ସଂନ୍ଧ୍ୟା ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ । ଉତ୍ତର…

ଲଘୁଚାପ ସକ୍ରିୟ : ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ୍, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର : ଉତ୍ତର ଓଡ଼ିଶା ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆସନ୍ତା…

୨୧ ଜିଲ୍ଲାକୁ ବର୍ଷା ଚେତାବନୀ

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା…