ବିଶ୍ୱକପରେ ପ୍ରଥମ ଥର ଫାଇନାଲରେ ଦକ୍ଷିଣ ଆଫ୍ରିକା

Spread the love

ଟି-୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକା ଟିମ୍। ଆଫଗାନିସ୍ତାନକୁ ୯ ୱିକେଟରେ ହରାଇ ଫାଇନାଲକୁ ଗଲା ଦକ୍ଷିଣ ଆଫ୍ରିକା ଟିମ୍। ୫୭ ରନର ସହଜ ଟାର୍ଗେଟକୁ ୮.୫ ଓଭରରେ ହାସଲ କରି ନେଇଛି । ଫାଇନାଲରେ ପ୍ରବେଶ କରି ଇତିହାସ ରଚିଲା ଦକ୍ଷିଣ ଆଫ୍ରିକା । ବିଶ୍ୱକପରେ ପ୍ରଥମ ଥର ଫାଇନାଲକୁ ଯାଇଛି ଦକ୍ଷିଣ ଆଫ୍ରିକା । ତେବେ ଆଜି ୨ୟ ସେମିରେ ଭାରତ-ଇଂଲଣ୍ଡ ମୁହାଁମୁହିଁ ହେବେ । ଚଳିତ ଆଇସିସି ଟି-୨୦ ବିଶ୍ୱକପ ଦ୍ୱିତୀୟ ସେମିଫାଇନାଲରେ ଭାରତର ମୁକାବିଲା ଇଂଲଣ୍ଡ ସହିତ ହେବ। ଗାଏନାସ୍ଥିତ ପ୍ରୋଭିଡେନ୍ସ ଷ୍ଟାଡିୟମରେ ଭାରତୀୟ ସମୟ ରାତି ୮ଟାରେ ଖେଳାଯିବ ।

Leave a Reply

Your email address will not be published. Required fields are marked *