ଅବିଭାଗିକୃତ

ମୁଲାୟମଙ୍କ ଶେଷକୃତ୍ୟ

ଆଜି ମୁଲାୟମ ସିଂ ଯାଦବଙ୍କ ଶେଷକୃତ୍ୟ। ପୈତୃକ ଗାଁ ସୈଫାଲିରେ ଅପରାହ୍ନ ୩ଟାରେ ରାଷ୍ଟ୍ରୀୟ ସମ୍ମାନ ସହ ଅନ୍ତିମ ସଂସ୍କାର ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ୟୁପି ମୁଖ୍ୟମନ୍ତ୍ରୀ ପ୍ରମୂଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଗତକାଲି ୮୨ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିଲା। ଦୀର୍ଘ ଦିନ ଧରି ଅସୁସ୍ଥ ହୋଇ ସେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଶୋକବ୍ୟକ୍ତ କରିଛନ୍ତି। ମୁଲାୟମଙ୍କ ବିୟୋଗରେ ୟୁପିରେ ତିନିଦିନିଆ ଶୋକପାଳନ ହେଉଛି।

Related Articles

Leave a Reply

Your email address will not be published.

Back to top button