ଅପରାଧ

୪୮ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ ଚାନ୍ଦପୁରରେ ପୋଲିସ ଚଢ଼ଉ କରି ୪୮ କେଜି ଗଞ୍ଜେଇ ଜବତ କରିବା ସହ ଜଣକୁ ଗିରଫ କରିଛି । ସେ ବେଆଇନ ଭାବେ ଘରେ ଗଞ୍ଜେଇ ରଖି ବ୍ୟବସାୟ କରୁଥିବା ଖବର ପାଇ ପୋଲିସ ସେଠାରେ ଚଢ଼ଉ କରିଥିଲା । ଘଟଣାରେ କେ.ଦୁର୍ଯ୍ୟୋଧନ ରେଡ୍ଡିଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ବିବେକାନନ୍ଦ ମହାନ୍ତ ସୂଚନା ଦେଇଛନ୍ତି।

Related Articles

Leave a Reply

Your email address will not be published.

Back to top button