ଜାତୀୟ

ଜୁଲାଇ ୧୨ରେ ଦେଓଗର ଗସ୍ତ କରିବେ ମୋଦି

ଆସନ୍ତା ଜୁଲାଇ ୧୨ରେ ଦେଓଗର ,ପାଟନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଓଗରରେ ୧୬୦୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ଏହାପରେ ସେ ବାରୋଟି ଜ୍ୟୋତିର୍ଲିଙ୍ଗଙ୍କ ମଧ୍ୟରୁ ବାବା ବୈଦ୍ୟନାଥ ମନ୍ଦିରରେ ଦର୍ଶନ ସହ ପୂଜା କରିବେ ବୋଲି ଜଣାପଡିଛି।

Related Articles

Leave a Reply

Your email address will not be published.

Back to top button