ବ୍ରହ୍ମପୁର ସଦର ଥାନା ଅଲାରିଗଡ ଗ୍ରାମ ନିକଟ ପାହାଡ ଉପରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଠାବ । ମୃତ ପ୍ରେମୀ ଯୁଗଳମାନେ ହେଲେ ପାଟପୁର ଥାନା ପାଟପୁର ଗ୍ରାମର ସନ୍ତୋଷ ସାହୁଙ୍କ ସ୍ତ୍ରୀ ସୁମିତ୍ରା ସାହୁ ଓ ପୁରୁଷ ଜଣଙ୍କ ହେଲେ ପାଟପୁର ଥାନା ରାଧାଦେଈପୁର ଗ୍ରାମର ସିମାଞ୍ଚଳ ସାହୁଙ୍କ ପୁଅ ରାଜେନ୍ଦ୍ର ସାହୁ । ଉଭୟଙ୍କ ୩ଟି ଛୁଆ ଥିବା ବେଳେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଥିଲା । ଉଭୟ ଗତ ଡିସେମ୍ବର ୧୯ ତାରିଖରୁ ନିଖୋଜ ଥିଲେ। ଏନେଇ ପାଟପୁର ଥାନାରେ ଅଭିଯୋଗ ହୋଇଥିଲା ।
![](https://naxatranews.com/wp-content/uploads/2024/08/Whatsapp-Logo.png)
Naxatra News is now on Whatsapp
Join and get latest news update delivered to you via whatsapp
Join Now