କିଟ୍ ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଙ୍କୁ ଗିରଫ୍ କରିବାକୁ ଦାବି କଲେ ବିଜେପି ବିଧାୟକ ବାବୁ ସିଂହ। କିଟ୍ ବହୁ ଜମିକୁ ଜବର ଦଖଲ କରିଛି। ଜଙ୍ଗଲ ଜମିରେ ବେଆଇନ୍ ନିର୍ମାଣ ହୋଇଛି। ଏପରିକି ମନ୍ଦିର ନିର୍ମାଣ ବି ହୋଇଛି। ଯେଉଁମାନେ କିଟ୍ ର କନଷ୍ଟ୍ରକସନ୍ କାମ କରୁଛନ୍ତି ସେମାନେ କେଉଁ ଦଳର ତାର ତଦନ୍ତ ହେବା ଦରକାର। ଶାଗ ମାଛ ଦରରେ ଜମି କିଣିଛି କିଟ୍। ଗୁଣ୍ଡା ଲଗାଇ ଜମି ମାଲିକଙ୍କ ଠାରୁ ଜମି ହାତେଇଛି କିଟ୍।

Naxatra News is now on Whatsapp
Join and get latest news update delivered to you via whatsapp
Join Now