ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

Spread the love

ଯାଜପୁର : ଯାଜପୁର ଜିଲ୍ଲା ଟମକା ଥାନା ଅନ୍ତର୍ଗତ ରଥପଦା ଛକ ସ୍ଥିତ ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଆଜି ଏକ ମୃତଦେହ ଉଦ୍ଧାର ହୋଇଛି । ତାଙ୍କୁ ହତ୍ୟା ପରେ ପ୍ରମାଣ ନଷ୍ଟ ଉଦ୍ଦେଶ୍ୟରେ ତରବରିଆ ଭାବେ ପୋଡିଦେବାକୁ ଉଦ୍ୟମ କରାଯାଇଥିବା ସନ୍ଦେହ କରାଯାଉଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

Leave a Reply

Your email address will not be published. Required fields are marked *