ଜମ୍ମୁ-କାଶ୍ମୀର କଠୁୱାରେ ସେନା କ୍ୟାମ୍ପ ଉପରେ ଆତଙ୍କୀ ହମଲା। ବିଳମ୍ବିତ ରାତିରେ ସେନା କ୍ୟାମ୍ପରେ ପଶି ଆକ୍ରମଣ କରିଛନ୍ତି ଆତଙ୍କବାଦୀ । ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ସେନା ପକ୍ଷରୁ ଆତଙ୍କୀଙ୍କୁ କଡା ଜବାନ ଦିଆଯାଇଛି । ଆତଙ୍କବାଦୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ୍ ଜାରି ରହିଛି । ଆତଙ୍କବାଦୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ୍ ଜାରି ରହିଛି । ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ପୂର୍ବରୁ ଜମ୍ମୁ-କାଶ୍ମୀରରେ ବଡ ଆତଙ୍କୀ ହମଲା ଦେଖିବାକୁ ମିଳିଛି । ସାଧାରାଣତନ୍ତ୍ର ଦିବସ ପାଇଁ ଜମ୍ମୁ-କାଶ୍ମୀରରେ କଡା ଚେକିଂ, କଡା ସୁରକ୍ଷା ବ୍ୟବସ୍ଥା ହୋଇଥିଲେ ବି ସେନା କ୍ୟାମ୍ପ ଉପରକୁ ଆତଙ୍କବାଦୀଙ୍କ ଆକ୍ରମଣ ଚିନ୍ତାର ବିସୟ ପାଲଟିଛି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now