କଳାଗୁଡାରେ ଅବକାରି ଚଢାଉ

Spread the love

ଜୟପୁର : ଜୟପୁର ସଦର ଥାନା ଅନ୍ତର୍ଗତ କଳାଗୁଡାରେ ଅବକାରୀ ଚଢାଉ ହୋଇଛି । ମଦ ମାଫିଆ ମାନେ ମଦ ଓ ପୋଚ ଲୁଚାଇ ରଖିବା ସହ ପ୍ରସ୍ତୁତ କରୁଥିବା ସୂଚନା ପାଇ ଜୟପୁର ଅବକାରୀ ବିଭାଗ ତରଫରୁ ଚଢାଉ କରାଯାଇଛି । ଚଢାଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ବହୁ ମଦ ଭାଟି ଜୟପୁର ଅବକାରି ବିଭାଗ ଭାଙ୍ଗିଛି । ଚଢାଉ କରି ୨୫ ଶହ ଲିଟର ପୋଚ ଓ ୨ ଶହ ଲିଟର ଦେଶି ମଦକୁ ଜବତ କରି ନଷ୍ଟ କରିଛି । ଘଟଣା ସ୍ଥଳରୁ ମଦ ରନ୍ଧା ସରଞ୍ଜାମ ଡ୍ରମ ଅଦିକୁ ଜବତ କରିଥିବା ଜୟପୁର ଅବକାରି ଓଆସି ସଞ୍ଜୟ କୁମାର କାଣ୍ଡି ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *