ବାରିପଦା : ମୟୂରଭଞ୍ଜ ଜିଲ୍ଲା କପ୍ତିପଦାରେ ବନ ବିଭାଗ ପକ୍ଷରୁ ଚଢ଼ଉ କରାଯାଇ ଦୁଇ ଜଣ ଶିକାରୀଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ଦୁଇଟି ଗୁଳିଭର୍ତି ବନ୍ଧୁକ ଜବତ ହୋଇଛି । ସେମାନଙ୍କ ନିକଟରୁ ବଜ୍ରକାପ୍ତା କାତି ଓ ଜଙ୍ଗଲି ଯନ୍ତୁଙ୍କ ମାଂସ ଜବତ ହୋଇଛି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now