ଜେଇ ସିଭିଲ ପ୍ରଶ୍ନପତ୍ର ଲିକ୍ ମାମଲା, ବିହାରରୁ ମାଷ୍ଟରମାଇଣ୍ଡ ହେଲା ଗିରଫ

Spread the love

ଭୁବନେଶ୍ୱର : ଓଡ଼ିଶା ଷ୍ଟାଫ ସିଲେକସନ୍ କମିଶନ ଦ୍ୱାରା ପରିଚାଳିତ ଜେଇ ସିଭିଲ୍ ମେନ୍ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ମାମଲାରେ ମାଷ୍ଟର ମାଇଣ୍ଡକୁ ଗିରଫ କରାଯାଇଛି । ବାଲେଶ୍ୱର ପୁଲିସ ବିହାରରୁ ମାଷ୍ଟର ମାଇଣ୍ଡକୁ ଗିରଫ କରିଛି । ମାଷ୍ଟରମାଇଣ୍ଡ ସମେତ ୭ ଅଭିଯୁକ୍ତ ବିହାରରୁ ଗିରଫ କରିଛି ପୁଲିସ୍ । ଏହି ଘଟଣାରେ ପୂର୍ବରୁ ଦୀଘାରୁ ୯ ଜଣଙ୍କୁ ଗିରଫ କରିଥିଲା ପୁଲିସ୍ ।

ଉଲ୍ଲେଖନୀୟ ଯେ, ଗତ କିଛି ଦିନ ତଳେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ଏକ ହୋଟେଲରେ ପ୍ରଶ୍ନପତ୍ର ନେଇ ଡିଲ୍ ଚାଲିଥିବା ବେଳେ ଚଢ଼ାଉ କରିଥିଲା ପୁଲିସ୍ ।

Leave a Reply

Your email address will not be published. Required fields are marked *