ନୂଆଦିଲ୍ଲୀ : ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟ ଦିଲ୍ଲୀ ଅବକାରୀ ଘୋଟାଲାରେ ସିବିଆଇ ସହିତ ଜଡ଼ିତ ଥିବା ମାମଲାରେ ଦିଲ୍ଲୀର ପୂର୍ବ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ୨ ଜୁନ୍ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି । ସିବିଆଇ ଦ୍ୱାରା ଦାଖଲ ହୋଇଥିବା ଚାର୍ଜସିଟ୍ର ସଂଜ୍ଞାନ ମାମଲାରେ କୋର୍ଟ ଶୁଣାଣି ତାରିଖ ଭାବରେ ଜୁନ୍ ୨କୁ ମଧ୍ୟ ସ୍ଥିର କରିଛନ୍ତି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now