ଯୁବକଙ୍କ ଝୁଲନ୍ତା ମୃତଦେହ ମିଳିଲା

ଭୁବନେଶ୍ୱର : ଯାଜପୁର ସଦର ଥାନା ଅନ୍ତର୍ଗତ ଅଡଙ୍ଗ ବାଲି ଘାଟ ନିକଟରେ ଗଛରେ ଯୁବକର ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି । ଯାଜପୁର ଟାଉନ୍ ଥାନା ଅନ୍ତର୍ଗତ ଗୁରୁଦାସ ଗାଁର ଜଣେ ଯୁବକ ବୋଲି ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *